• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Virgo

କନ୍ୟା

Wednesday 21 Sep 2022

ଉ , ଫାଲଗୁନୀ – ବ୍ୟବସାୟରେ ମାଆ ଲକ୍ଷ୍ମୀଙ୍କ କଟାକ୍ଷ ଲାଭ କରିପାରନ୍ତି

ହସ୍ତା –ଆପଣଙ୍କ ଆୟ ପୂର୍ବ ଭଳି ରହିବ

ଚିତ୍ରା – କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :