• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Libra

ତୁଳା

Wednesday 21 Sep 2022

ଚିତ୍ରା –ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ସ୍ୱାତୀ – ଚାକିରିରେ ସ୍ଥାନାନ୍ତର ବା ସ୍ଥାନଭ୍ରଷ୍ଟ ହେବେ

ବିଶାଖା –ଆଶାଶୂନ୍ୟ ପରିସ୍ଥିତିରୁ ମାନସିକ ଅବସାଦ ଦେଖାଦେଇ ପାରେ

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :