• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Scorpio

ବିଛା

Wednesday 21 Sep 2022

ବିଶାଖା – କର୍ମକ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ

ଅନୁରାଧା –ପାରିବାରିକ ଅଶାନ୍ତି ଲାଗି ରହିବ

ଜ୍ୟେଷ୍ଠା – ଅଭାବ ଅନଟନ ଲାଗି ରହିବ

ପ୍ରତିକାର – ମାଆ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :