• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Sagittarius

ଧନୁ

Wednesday 21 Sep 2022

ମୂଳା – ଶତୃମାନେ ପ୍ରତିହତ ହେବେ ,ଆୟ କ୍ରମେ ବଢିବ

ପୂ , ଷାଢା –ଅର୍ଥପାପ୍ତିର ସୁଯୋଗ ଲାଭ କରିପାରନ୍ତି

ଉ , ଷାଢା – ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ୍ ମନ୍ତ୍ରକୁ ୨୧ଥର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :