• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Sept 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Capricorn

ମକର

Wednesday 21 Sep 2022

ଉ , ଷାଢା - ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ

ଶ୍ରବଣା – ଦେହ ମନ ଭଲ ରହିବ

ଧନିଷ୍ଠା – ମନକୁ ଉତ୍ସାହିତ ରଖି ସବୁ ସମସ୍ୟାର ସମାଧାନ କରି ପାରିବେ

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :