• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Aries

ମେଷ

Tuesday 22 Aug 2023

ଅଶ୍ୱନୀ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।

ଦ୍ୱିଜା- ପିତାମାତାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

କୃତିକା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ବହୁତ ଦିନରୁ ପାଇବାକୁ ଆଶା ରଖିଥିବା ପ୍ରାପ୍ୟ ନପାଇ ନିରାଶ ହୋଇପାରନ୍ତି । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :