• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Aquarius

କୁମ୍ଭ

Tuesday 22 Aug 2023

ଧନିଷ୍ଠା- ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ପ୍ରେମ ଜୀବନ ମଧୁରମୟ ରହିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ ।

ଶତଭିଷା- ଛାତ୍ରଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । କାର୍ଯ୍ୟ ବ୍ୟସ୍ତତା ଭିତରେ ସମୟ ବିତାଇବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ

ପୂ, ଭାଦ୍ରପଦ- ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ ସମସ୍ୟା ଦେଖାଦେବ । ଘର ପାଇଁ ଆସବାବ କ୍ରୟ କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :