• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Pisces

ମୀନ

Tuesday 22 Aug 2023

ପୂ, ଭାଦ୍ରପଦ- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।

ଉ, ଭାଦ୍ରପଦ- ନିଜର ଦୋଷ ତୃଟି ସ୍ୱକାର କରିବେ । ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ

ରେବତୀ- ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ ।

ପ୍ରତିକାର- ଗୋମାତାଙ୍କୁ ଗୁଡ, ବୁଟ, ପାଚିଲା କଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :