• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Gemini

ମିଥୁନ

Tuesday 22 Aug 2023

ମୃଗଶିରା- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯଥେଷ୍ଟ ଲାଭବାନ୍ ହେବ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ଆଦ୍ରା- କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ନୂତନ ଘର ତିଆରି କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ପୁନର୍ବସୁ- - ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି । ପୂର୍ବ ବିବାଦର ସମାଧାନ ହେବା ସାଙ୍ଗକୁ ଟେନସନ୍ ମଧ୍ୟ କମିଯିବ ।

ପ୍ରତିକାର- ମା’ ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :