• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Cancer

କର୍କଟ

Tuesday 22 Aug 2023

ପୁନର୍ବସୁ- ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ପୁଷ୍ୟା- ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମୀରେ ପଡିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି ।

ଅଶ୍ଳେଷା- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି । ମହିଳାମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :