• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Libra

ତୁଳା

Tuesday 22 Aug 2023

ଚିତ୍ରା- ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ସ୍ୱାତୀ- ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ନାହିଁ ।

ବିଶାଖା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳାମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।

ପ୍ରତିକାର- କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :