• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Sagittarius

ଧନୁ

Tuesday 22 Aug 2023

ମୂଳା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।

ପୂ, ଷାଢା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମ୍ମାନ ପାଇବେ ।

ଉ, ଷାଢା- ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ ।

ପ୍ରତିକାର- ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :