• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 August 2023: ଆଜି ଏହି ରାଶିର ବ୍ୟକ୍ତି ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ

ସୌର ସିଂହମାସ ଶ୍ରାବଣ( ଶୁଦ୍ଧ) ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୬ ଷ୍ଠୀ ରାତ୍ରି ୦୩.୦୬ ଗତେ ୭ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୩.୦୬ ଗତେ ୨ ପାଦ- କୃଷି ଓ ପଶୁହାନୀ-ଭୂମି ଓ ଅନ୍ନଦାନ ।

Capricorn

ମକର

Tuesday 22 Aug 2023

ଉ, ଷାଢା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ବ୍ୟବସାୟରେ ଲାଭବାନ ହେବେ ।

ଶ୍ରବଣା- ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୂରା କରିବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ ।

ଧନିଷ୍ଠା- ରାଜନୀତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।

ପ୍ରତିକାର- ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :