• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Taurus

ବୃଷ

Monday 22 Jan 2024

କୃତିକା- ମନ କଥାକୁ ଖୋଲିକରି କହିଲେ ମଧ୍ୟ ନିଜର ଲୋକମାନେ ସମାଲୋଚନା କରିପାରନ୍ତି । ସ୍ତ୍ରୀ କିମ୍ବା ସ୍ୱାମୀଙ୍କ ଚିଡ଼ା ସ୍ୱାଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି । ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ କରିବେ ।

ରୋହିଣୀ- କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ । ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ ।

ମୃଗଶିରା- ଶତ୍ରୁତା କରୁଥିବା ଲୋକ ନିଜର ଫାଇଦା ହାସଲର ଅପଚେଷ୍ଟା ଲାଗି ମନ ବଳାଇ ପାରନ୍ତି । ଦୀର୍ଘଦିନରୁ ଚେଷ୍ଟା କରୁଥିବା କାମଟି ଆଜି ସମ୍ପନ୍ନ ହୋଇପାରିବ । ସାମୟିକ ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ ।

ପ୍ରତିକାର- ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :