• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Cancer

କର୍କଟ

Monday 22 Jan 2024

ପୁନର୍ବସୁ- ସକାଳୁ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ । ବ୍ୟବସାୟିକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ପୁଷ୍ୟା- ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୀଳ ହେବେ । ବ୍ୟବସାୟ ଓ ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ।

ଅଶ୍ଲେଷା- କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି । ଧୈର୍ଯ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ ।

ପ୍ରତିକାର- ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :