• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Leo

ସିଂହ

Monday 22 Jan 2024

ମଘା- ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ପୂ,ଫାଲଗୁନି- ଅଫିସିଆଲି ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। କୌଣସି ବ୍ୟକ୍ତିଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେଲେ ମଧ୍ୟ ପ୍ରକାଶ୍ୟରେ କିଛି କହିପାରିବେ ନାହିଁ ।

ଉ,ଫାଲଗୁନି- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।

ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :