• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Virgo

କନ୍ୟା

Monday 22 Jan 2024

ଉ,ଫଲଗୁନି- ସମ୍ପର୍କୀୟଙ୍କ ସାହାଯ୍ୟରୁ ଅଟକିଥିବା କାମଟି ହଠାତ୍ ହୋଇଯିବ। ଅର୍ଥ ଲାଭ ସାଙ୍ଗକୁ ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।

ହସ୍ତା- ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ । ସ୍ୱାସ୍ଥ୍ୟରେ ଉନ୍ନତି, ପ୍ଲଟିଂ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି ।

ଚିତ୍ରା- ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ । ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ । ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :