• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Libra

ତୁଳା

Monday 22 Jan 2024

ଚିତ୍ରା- ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ । ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି ।

ସ୍ୱାତୀ- ଅଫିସ୍‌ରେ ମିଠା କଥା କହି ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ ।

ବିଶାଖା- ପ୍ରକାଶନ, ପାରିବାରିକ, ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।

ପ୍ରତିକାର- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :