• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Scorpio

ବିଛା

Monday 22 Jan 2024

ବିଶାଖା- ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମକ୍ଷେତ୍ର, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।

ଅନୁରାଧା- ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଯେଉଁ କାମରେ ବାହାରିଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ ।

ଜ୍ୟେଷ୍ଠା- ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ । ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ ।

ପ୍ରତିକାର- ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :