• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22 Jan 2024: ଏହି ରାଶିର ବ୍ୟକ୍ତି ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି

ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।

Capricorn

ମକର

Monday 22 Jan 2024

ଉ,ଷାଢା- ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହେବ । କାମଗୁଡିକରେ କୌଣସି ପ୍ରତିବନ୍ଧକ ନ ରହିଲେ ମଧ୍ୟ ସେତେଟା ପ୍ରୀତିପ୍ରଦ ରହିବ ନାହିଁ । ନିକଟରେ ରହୁଥିବା ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ଦୁଃଖ ଭୁଲି ଯିବାରେ ସାହାଯ୍ୟ କରିବ।

ଶ୍ରବଣା- ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି । ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ।

ଧନିଷ୍ଠା- ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ ।

ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :