• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୪ଶୀ ରାତ୍ରି ୦୩.୨୬ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Monday 22 Apr 2024

ଉ,ଫଳଗୁନି- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଦୂର ବନ୍ଧୁଙ୍କ ଠାରୁ ଶୁଭ ସମାଚାର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।

ହସ୍ତା- କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ ସ୍ଥିତି ସ୍ୱଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ ।

ଚିତ୍ରା- ବିବାଦୀୟ ବିଷୟ ଚିନ୍ତାକରି ସମ୍ପର୍କୀୟମାନେ ମଧ୍ୟ ପାଖ ମାଡ଼ିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିପାରନ୍ତି।ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରେ ପଡୋଶୀ ସାହାଯ୍ୟ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :