• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୪ଶୀ ରାତ୍ରି ୦୩.୨୬ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Monday 22 Apr 2024

ବିଶାଖା-ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ । ସନ୍ତାନ ମାନଙ୍କ ପାଇଁ ଘରକୁ ଖୁସି ଖବର ଆସିବ ।

ଅନୁରାଧା- ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ଋଣ ଭାରରୁ ମୁକ୍ତି ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ ।

ଜ୍ୟେଷ୍ଠା- ଜାଗା , ଜମି , ଯାନବାହାନ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ । ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ଘରକୁ ବନ୍ଧୁ ଆସିବା ଦ୍ୱାରା ଖର୍ଚ୍ଚାନ୍ତ ହୋଇପାରନ୍ତି ।

ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :