• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୧୪ଶୀ ରାତ୍ରି ୦୩.୨୬ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 22 Apr 2024

ମୂଳା- ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଯେକୌଣସି ନୂତନ କାର୍ଯ୍ୟ କରିବେ ତାହା ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ଓ ଲାଭଦାୟକ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁ ରୂପେ କରିପାରିବେ ।

ପୂ,ଷାଢା-ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମ କ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବେ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ସହ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।

ଉ,ଷାଢା- କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁଜନମାନଙ୍କ ଠାରୁ ପ୍ରଶଂସା ପାଇବେ । ତୀର୍ଥସ୍ଥାନ ଯାତ୍ରା କରିବାର ସୁଯୋଗ ମିଳିବ ।

ପ୍ରତିକାର- ପାଣିରେ ହଳଦୀ ଟିକେ ମିଶାଇ ଗାଧାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :