• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Taurus

ବୃଷ

Thursday 22 Aug 2024

କୃତିକା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

ରୋହିଣୀ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଙ୍କେତ ମିଳିପାରେ । ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି ।

ମୃଗଶିରା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ।

ପ୍ରତିକାର – ମା’ କଟକ ଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :