• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Pisces

ମୀନ

Thursday 22 Aug 2024

ପୂ,ଭାଦ୍ରପଦ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ।

ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ରେବତୀ- ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :