• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Gemini

ମିଥୁନ

Thursday 22 Aug 2024

ମୃଗଶିରା- ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜୀବୀମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।

ଆଦ୍ରା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।

ପୁନର୍ବସୁ- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :