• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Cancer

କର୍କଟ

Thursday 22 Aug 2024

ପୁନର୍ବସୁ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକାପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ପୁଷ୍ୟା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଅଶ୍ଲେଷା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :