• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Leo

ସିଂହ

Thursday 22 Aug 2024

ମଘା-ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଦୂର ହେବ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ ।

ପୂ,ଫାଲଗୁନି- ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି।

ଉ,ଫାଲଗୁନି- ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ବହୁତ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ ଭାବରେ ସମ୍ପନ୍ନ ହେବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :