• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Virgo

କନ୍ୟା

Thursday 22 Aug 2024

ଉ,ଫଳଗୁନି- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ହସ୍ତା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ।

ଚିତ୍ରା- ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷା କୃତ ସଫଳତା ପାଇପାରନ୍ତି ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :