• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Sagittarius

ଧନୁ

Thursday 22 Aug 2024

ମୂଳା-ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧୀନତା ପାଇବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ପୂ,ଷାଢା- ସାମାଜିକ ସହେଯାଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।

ଉ,ଷାଢା- ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେକରିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :