• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Capricorn

ମକର

Thursday 22 Aug 2024

ଉ,ଷାଢା-ଅଧିକାଶଂ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କରିବା କଥା ତାହା କରି ସମସ୍ୟାକୁ ଡାକି ଆଣିବେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବ ।

ଶ୍ରବଣା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ମୂଲ୍ୟବାନ ବସ୍ତୁର ବିଶେଷ ଧ୍ୟାନ ରଖନ୍ତୁ ।

ଧନିଷ୍ଠା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :