Daily Horoscope 22nd August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

Aries

ମେଷ

Thursday 22 Aug 2024

ଅଶ୍ୱନୀ- ସୁଖ ସମୃଦ୍ଧି ବଢିବ। ମହିଳାମାନେ ସମ୍ମାନୀତ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ।

ଦ୍ୱିଜା-ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ।

କୃତିକା- ସରକାରୀସ୍ତରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୌଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି।

ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :