• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Thursday 22 Dec 2022

କୃତିକା - ଘରକୁ ବନ୍ଧୁଙ୍କ ଆଗମନ ହୋଇପାରେ । କିଛି ଲୋକଙ୍କ ଠାରୁ ଆଶାଠୁ ଅଧିକ ଲାଭ ମିଳିବ । ଅଫିସରେ ସମସ୍ତଙ୍କ ସହିତ ଭଲ ସପଂର୍କ ରହିବ । ବ୍ୟବସାୟ କରିବା ଲାଗି ଦିନଟି ଭଲ ରହିବ । ଧ୍ୟାନ ଜପରେ ମନ ନିବେଶ କରିବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ ।

ରୋହିଣୀ – ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଛାତ୍ରିଙ୍କ କ୍ୟାରିଅରେ ନୂଆ ମୋଡ ଆସିପାରେ । କାର୍ଯ୍ୟ କ୍ଷେତ୍ରରେ ମନ ପ୍ରାଣ ଢାଳି କାମ କରିବେ । ଭାଗ୍ୟର ପୁରା ସହଯୋଗ ପାଇବେ । ଚାକିରିଆଙ୍କ କାମରେ ବୋଝ କମ୍ ରହିବ । ବେକାରୀଙ୍କୁ ଚାକିରିର ସୁଯୋଗ ଆସିପାରେ । ସ୍ଥଗିତ କାମ ପୁଣିଥରେ ଆରମ୍ଭ ହେବ

ମୃଗଶିରା – କାରବାର ବୃଦ୍ଧି ଲାଗି ଭଲ ପରାମର୍ଶ ମିଳିବ । କୈାଣସି ସପଂର୍କୀୟ ଆପଣଙ୍କୁ ଧାର ମାଗିପାରନ୍ତି । କ୍ରୋଧକୁ ନିୟଣନ୍ତ୍ରରେ ନରଖିଲେ ଅସୁବିଧାରେ ପଡିବେ । ଭବିଷ୍ୟତ ଲାଗି ନୂଆ ଯୋଜନା କରିବେ । ଅଳଙ୍କାର କ୍ରୟ କରିବାର ସୁଯୋଗ ପାଇବେ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି

ପ୍ରତିକାର – ମାଆ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :