• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Thursday 22 Dec 2022

ଧନିଷ୍ଠା – ନୂତନ ବନ୍ଧୁତ୍ୱ ସୃଷ୍ଟି କରିପାରନ୍ତି । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ଶତଭିଷା – କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଯେତେ ପ୍ରକାର ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ନିନ୍ଦା ଗାନ କରିବେ । ଆଶା ଅଭିଳାଷା ପୂରଣ ହୋଇପାରେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ସ୍ଥଗିତ କାର୍ଯ୍ୟ ତ୍ୱରାନିତ ହେବ

ପୂ , ଭାଦ୍ରପଦ – ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :