• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Thursday 22 Dec 2022

ପୂ , ଭାଦ୍ରପଦ - ପରିବାରରେ ସମସ୍ତଙ୍କୁ ସାହାର୍ଯ୍ୟ କରିବାରେ ସଫଳ ହେବେ । ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ଅଧିକାରୀ ମାନଙ୍କ ସହିତ ବିଶେଷ ମାମଲାରେ କଥାବାର୍ତା ହେବେ । ଛୋଟ କଥା ପ୍ରତି ଧ୍ୟାନ ଦେଲେ ସଫଳତା ପାଇବେ

ଉ , ଭଦ୍ରପଦ - ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ଅଫିସ୍‌ରେ ଆପଣଙ୍କ କାମ ଦେଖି କତୃପକ୍ଷ ଖୁସି ହେବେ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି । ବିଶେଃଷ ପ୍ରସଙ୍ଗରେ ବିଚାର ବିମର୍ଶ କରିବାକୁ ପଡିପାରେ । ରାଜନିତୀରେ ସଫଳତା ପାଇବେ

ରେବତୀ – ବେଜଟ୍‌କୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ । ପୂଜା ପାଠରେ ସମୟ ବିତାଇବେ । ଧନଲାଭର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଆପଣ ଉତ୍ସାହିତ ରହିବେ । ଚାକିରି ବୃର୍ତିରେ ଭଲ ଶୁଭ ଖବର ପାଇବେ । ସମସ୍ତଙ୍କ ନଜରରେ ଭଲ ହୋଇ ରହିବେ

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :