• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Thursday 22 Dec 2022

ମୃଗଶିରା - ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ । ପ୍ରତ୍ୟେକ କାମରେ ପ୍ରତିବନ୍ଧକର ସାମ୍ନା କରିବେ

ଆଦ୍ରା - ମନରେ ନୂଆ ଆଶା ସୃଷ୍ଟି ହେବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତୃତା ଦେଖାଦେବ । ସା୍ୱôସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି

ପୁନର୍ବସୁ - ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି । ଅଜଣା ଲୋକଙ୍କ ଉପରେ ଭରସା କରନ୍ତୁ ନାହିଁ । ସାମାଜିକ ସହଯୋଗ ଲାଭ କରିବେ

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :