• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Thursday 22 Dec 2022

ପୁନର୍ବସୁ - ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ । ଚାକିରୀରେ ଆପଣଙ୍କର ପ୍ରାଧାନ୍ୟ ବଢିବ

ପୁଷ୍ୟା – ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ସୁଖଦ ସମ୍ବାଦ ମିଳିବାର ସମ୍ଭାବନା ଆସିପାରେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ

ଅଶ୍ଳେଷା - ମହିଳା ବ୍ୟବସାୟୀ ଲାଗି ଦିନଟି ଶୁଭ ରହିବ । କୌଣସି କଥାକୁ ନେଇ ଟିକେ ଅଶାନ୍ତି ଦେଖାଦେଇ ପାରେ । ଅର୍ଥପାପ୍ତିର ସୁଯୋଗ ଲାଭ କରିପାରନ୍ତି । ଦେବା ଦେବୀଙ୍କ ପୂଜାରେ ମଗ୍ନ ରହିବେ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ସି୍ଥର ମନ ଦେଇ ସବୁ ସମସ୍ୟାର ସରଳ ସମାଧାନ କରି ପାରିବେ

ପ୍ରତିକାର – ମାଆ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :