• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Thursday 22 Dec 2022

ମଘା– ଅନ୍ୟ ମାନଙ୍କ ସହଯୋଗକାର ଠାରୁ ଉପକୃତ ହେବେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷପୂରଣ ହେବ

ପୂ , ଫାଲଗୁନୀ - ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ , ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ସାଂସାରିକ ଦ୍ରବ୍ୟାଦି ଲାଭ କରିବାରେ ସୁଯୋଗ ପାଇବେ ଗୃହିଣୀ ମାନଙ୍କ ଦିନଟି ମିଶ୍ରିତ ରହିବ

ଉ ,ଫାଲଗୁନୀ – ସହକର୍ମୀ ମାନଙ୍କ ସହିତ ମନୋ ମାଳିନି ଘଟିପାରେ । ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ସାମାନ୍ୟ କଥାକୁ କେନ୍ଦ୍ର କରିି ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :