• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Thursday 22 Dec 2022

ବିଶାଖା – ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ

ଅନୁରାଧା – ପିଲା ମାନେ ସୁଗୁଣ ଅନୁପ୍ରାଣିତ ହେବେ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ

ଜ୍ୟେଷ୍ଠା – ଆପଣଙ୍କ ଆୟ ପୂର୍ବ ଭଳି ରହିବ । ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ଓ ଲାଭ ପାଇବେ । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ା ଆପଣଙ୍କ ପରାକ୍ରମ ବଢିବ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :