• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Thursday 22 Dec 2022

ମୂଳା – ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ନିଜ ଲୋକ ମାନେ ତାଙ୍କର ସ୍ୱାର୍ଥପାଇଁ ନିଜକୁ ଅସୁବିଧାରେ ପକାଇବା ପାଇଁ ଚେଷ୍ଟା କରିବେ । ପରିଶ୍ରମ ଅନୁସାରେ ଯଥେଷ୍ଟ ଲାଭ ପାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ

ପୂ , ଷାଢା – ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ । ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତ ଆରମ୍ଭ କରିବେ

ଉ , ଷାଢା –ଆପଣଙ୍କର ଧ୍ୟାନ ପରିବାର ଓ ପଇସା ଦିଗରେ ଲାଗିରହିବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ । ଘରର ସୀମାକୁ ନେଇ କଳହ ଦେଖାଦେଇ ପାରେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଭାବୁଥିବା କାମଟିକୁ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :