• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Thursday 22 Dec 2022

ଉ , ଷାଢା - ସାସାଂରିକ ଅତିଥିଙ୍କ ଆଗମନ ହୋଇପାରେ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ଧର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ସହକର୍ମୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ

ଶ୍ରବଣା –ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ଉନ୍ନତି ହେବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ଛାତ୍ରଛାତ୍ରୀ ମାନେ ନିଜର କାମ ତୁଲାଇବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି

ଧନିଷ୍ଠା –ଆପଣଙ୍କର କର୍ତବ୍ୟ ନିଷ୍ଠା ଯୋଗୁ ଅନ୍ୟ ମାନଙ୍କର ଆଦର ପାଇବେ । ଆତ୍ମୀୟ ସୂଜନ ଆପଣଙ୍କ ବିରୋଧୀ ହେବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ

ପ୍ରତିକାର – ମାଆ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :