Daily Horoscope 22nd Dec 2022: ଏହି ରାଶିର ବ୍ୟକ୍ତି ଆଜି ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ରାତ୍ରି ୦୪.୦୨ ଗତେ ଧନୁ,ତିଥି- ୧୪ଶୀ ସନ୍ଧ୍ୟା ୦୭.୧୩ ଅମାବାସ୍ୟା,ଘାତ ଚନ୍ଦ୍ର- ରାତ୍ରି ୦୪.୦୨ ଗତେ ତୁଳା ଓ କୁମ୍ଭ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Thursday 22 Dec 2022

ଅଶ୍ୱନୀ – ଗାଡିମଟର ସାବଧନତା ସହ ଚଲାନ୍ତୁ । ଜୀବନ ସାଥିଙ୍କ ସହିତ ସମ୍ବଦ୍ଧ ମଜବୁତ ରହିବ । ବେପାରରେ ଧନବାନ୍ ହେବେ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ । ପରିବାରରେ ବିଶ୍ୱାସ ବଢିବ

ଦ୍ୱିଜା – ନୂଆ କାମର ସନ୍ଧାନ ମିଳିପାରେ । ସହକର୍ମୀ ମାନେ ସାହାର୍ଯ୍ୟ କାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ । ବୈଜ୍ଞାନିକଙ୍କୁ କୈାଣସି ବଡ ସଫଳତା ମିଳିବ

କୃତିକା – କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ । ଜମିଜମାକୁ ନେଇ ଗଣ୍ଡେଗୋଳ ସୃଷ୍ଟି ହୋଇପାରେ । ଘରର ବୟୋଜ୍ୟେଷ୍ଠଙ୍କର ପାରାମର୍ଶ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ । ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :