Daily Horoscope 22nd December 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1734839378-486485.jpg)
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର ।ଚନ୍ଦ୍ର-ସିଂହ ଦିବା ୧୨.୫୬ ଗତେ କନ୍ୟା,ତିଥି-୭ମୀ ଦିବା ୦୨.୩୨ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୨.୫୬ ଗତେ ବୃଷ ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୨.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
