• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।

Pisces

ମୀନ

Tuesday 21 Feb 2023

ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ 

ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ 

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :