• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।

Cancer

କର୍କଟ

Tuesday 21 Feb 2023

ପୁନର୍ବସୁ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ପୁଷ୍ୟା- ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।

ଅଶ୍ଳେଷା - କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :