• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।

Leo

ସିଂହ

Tuesday 21 Feb 2023

ମଘା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ପୂ- ଫାଲ୍‌ଗୁନୀ- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଉ- ଫାଲ୍‌ଗୁନୀ- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :