• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।

Virgo

କନ୍ୟା

Tuesday 21 Feb 2023

ଉ- ଫାଲ୍‌ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ହସ୍ତା- ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :