• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।

Libra

ତୁଳା

Tuesday 21 Feb 2023

ଚିତ୍ରା- ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ସ୍ୱାତୀ- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ବିଶାଖା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :