• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୩ୟା ରାତ୍ରି ୦୩.୨୪ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭ ହାନି- ତିଳକାଞନ ଦାନ ପ୍ରାତଃ ୦୬.୩୮ ପର୍ଯ୍ୟନ୍ତ ।

Sagittarius

ଧନୁ

Tuesday 21 Feb 2023

ମୂଳା- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ, ଷାଢା- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ଉ, ଷାଢା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :