• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।

Taurus

ବୃଷ

Saturday 22 Feb 2025

କୃତିକା- ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ ।

ରୋହିଣୀ- ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।

ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟ।।ଣ, ଧର୍ମାନୁଷ୍ଠାନରେ, ମନ୍ଦିର ରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।